The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କୁମାରପୂର୍ଣ୍ଣମା ପାଇଁ ମାଆ ସମଲେଶ୍ବରୀଙ୍କ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ସ୍ଥିର

Facebook
Twitter
LinkedIn

ସମ୍ବଲପୁର: ସମ୍ବଲପୁର ସମଲେଶ୍ବରୀଙ୍କ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି । ଚନ୍ଦ୍ର ଗ୍ରହଣକୁ ଦୃଷ୍ଟିରେ ରଖି କୁମାରପୂର୍ଣ୍ଣମା ପାଇଁ ମାଆ ସମଲେଶ୍ବରୀଙ୍କ ପୀଠରେ ନୀତି ନିର୍ଘଣ୍ଟ ସ୍ଥିର କରାଯାଇଛି । ମନ୍ଦିର ଟ୍ରଷ୍ଟ ବୋର୍ଡ ଓ ମନ୍ଦିର ପୂଜକ ମିଳିତ ନିଷ୍ପତ୍ତି କ୍ରମେ ଏହି ନୀତି ନିର୍ଘଣ୍ଟ କରାଯାଇଛି । ପ୍ରାତଃ ୫ଟାରେ ମଙ୍ଗଳ ଆଳତି କରାଯାଇ ୬ଟାରୁ ଆରମ୍ଭ ହେବ ସାଧାରଣ ଦର୍ଶନ । ଦିବା ୧୧ ଟା ୪୫ ରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ଏହି ସମୟରେ ମାଆଙ୍କ ଅନ୍ନଭୋଗ ଲାଗି ହେବ । ମାଆଙ୍କ ସିଙ୍ଗାର ଓ ରାଜରଜେଶ୍ବରୀ ବେଶ ଅନୁଷ୍ଠିତ ହେବ । ମନ୍ଦିରରେ ଧ୍ବଜାରୋହଣ ପର୍ବ ଓ ମହାଦୀପ ଉଠିବ । ଅପରାହ୍ନ ୨ଟାରୁ ଅପରାହ୍ନ ୩ଟା ୧୫ ପର୍ୟ୍ୟନ୍ତ ଭକ୍ତ ମାନଙ୍କ ଦର୍ଶନ ସୁଯୋଗ ମିଳିବ । ଏହାପରେ ଚନ୍ଦ୍ରଗ୍ରହଣ ହେତୁ ମନ୍ଦିର ବନ୍ଦ ରହିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login