The Ultimate Managed Hosting Platform
ADVERTISEMENT

କୁମ୍ବିଂ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ , ଏକାଧିକ ଏସଓଜି ଯବାନ ଗୁରୁତର

Facebook
Twitter
LinkedIn

ବୈାଦ୍ଧ : ସର୍ଚ୍ଚ ଅପରେସନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ବିସ୍ଫୋରଣରେ ଏକାଧିକ ଏସଓଜି ଯବାନ ଗୁରୁତର ସୂଚନା । ନଳୀକୁମ୍ଭା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରଣ । ମାଓବାଦୀଙ୍କ ଇଆଇଡି ବ୍ଲାଷ୍ଟ । ଦୁଇ ଯବାନ ଆହତ । ଆହତ ଯବାନଙ୍କୁ ଏୟାର ଲିଫ୍ଟ କରାଯିବ। ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ବଲମତୁମା ଅଞ୍ଚଳରେ ଏହି ଘଟଣା ଘଟିଥିବା ସୂଚନା ରହିଛି। ବର୍ତ୍ତମାନ ଘଟଣା ସ୍ଥଳକୁ ଅଧିକ ସୁରକ୍ଷା ବାହିନୀ ପଠାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ଏଡିଜି ଅପରେସନ ଏସ ଦେବଦତ୍ତ ସିଂହ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login