The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କେନ୍ଦୁଝରରେ ୪୦ ହଜାର କୋଟି ଟଙ୍କାରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ : ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

କେନ୍ଦୁଝର : କେନ୍ଦୁଝରର ପାଟଣାରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ। ଚମ୍ପୁଆର ଚନ୍ଦ୍ରଶେଖର ମହାବିଦ୍ୟାଳୟ ବାର୍ଷିକ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜେଏସଡବ୍ଲ୍ୟୁ ଓ ପୋସ୍କୋ ସହ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ନେଇ ଏମଓୟୁ ସ୍ବାକ୍ଷର ହୋଇଛି । ୪୦ ହଜାର କୋଟି ଟଙ୍କା ବ୍ୟୟରେ ବାର୍ଷିକ ୫ମିଲିଟନ ଟନ ଷ୍ଟିଲ ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଚମ୍ପୁଆ ଚନ୍ଦ୍ରଶେଖର ମହାବିଦ୍ୟାଳୟକକୁ ୪ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ଏହାକୁ ଏକ ଅଟୋନୋମସ କଲେଜ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪ ଯାଏଁ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର...

ADVERTISEMENT
ଆଜି ପବିତ୍ର ଘୋଷଯାତ୍ରା ; ଭକ୍ତଙ୍କ ଗହଣରେ ମହାବାହୁ , ଦେବେ ଦର୍ଶନ

ଅରବିନ୍ଦ କେଜ୍ରିୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ୱ

ପୁରୀ : ଅରବିନ୍ଦ କେଜ୍ରିୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ୱ ଦେଲେ ସରକାର । ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ୱ ସହ ରଥଯାତ୍ରା ପରିଚାଳନା ଦାୟିତ୍ୱ ତୁଲାଇବେ...

Login