The Ultimate Managed Hosting Platform
ADVERTISEMENT

କେନ୍ଦୁଝର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

କେନ୍ଦୁଝର : କେନ୍ଦୁଝର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା । ପ୍ରତି ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ଘୋଷଣା । ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା । ଶୋକ ସନ୍ତପ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେବା ସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନା ଅନୁଯାୟୀ ଗତକାଲି ରାତିରେ କେନ୍ଦୁଝର ଜିଲ୍ଲା ଷଠୀଘର ଠାରେ ଟ୍ରକ ଦୁର୍ଘଟମାରେ ୫ ଜଣଙ୍କର ମୃତ୍ୟୁ ଘଟିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login