The Ultimate Managed Hosting Platform
ADVERTISEMENT

କେନ୍ଦୁପତ୍ର ଉପରେ ଜିଏସଟି ୫%କୁ ହ୍ରାସ –ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଜିଏସଟି ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ । ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରେସମିଟ । କେନ୍ଦୁପତ୍ର ଉପରେ ଜିଏସଟି ୫% କୁ ହ୍ରାସ ହୋଇଛି କହିଲେ ମୁଖ୍ୟମନ୍ତ୍ରୀ । କେନ୍ଦୁପତ୍ର ଉପରେ ଜିଏସଟି ୧୮ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ ହୋଇଛି । ଓଡିଶାର କେନ୍ଦୁପତ୍ର ତୋଳାଳି ଉପକୃତ ହେବେ , କେନ୍ଦୁପତ୍ର ବିକ୍ରି ବଢିବ । କୃଷି ଉପକରଣରେ ଜିଏସଟି ହ୍ରାସ ଚାଷୀଙ୍କ ଖର୍ଚ୍ଚକୁ କମାଇବ । କୋଇଲା କ୍ଷେତ୍ରରେ ଓଡିଶାକୁ ଅଧିକ ଲାଭ ମିଳିବ । ଜିଏସଟିରେ ସଂସ୍କାର ଦ୍ୱାରା ମଧ୍ୟବିତ୍ତ, ନିମ୍ନ ମଧ୍ୟବିତ୍ତ ଅଧିକ ଉପକୃତ ହେବେ । ଜିଏସଟି ଛାଡ ଯୋଗୁଁ ଅଧିକ ଲୋକେ ସ୍ୱାସ୍ଥ୍ୟବୀମା କରିବେ । ସିମେଣ୍ଟରୁ ଜିଏସଟି ହ୍ରାସ ଏକ ମାଇଲଖୁଣ୍ଟ ସଦୃଶ । ଏହା ଦ୍ୱାରା ପ୍ରତ୍ୟେକ ଲୋକ ଅର୍ଥ ସଞ୍ଚୟ କରିପାରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login