May 14, 2024 12:55 am

The Ultimate Managed Hosting Platform
ADVERTISEMENT

କେନ୍ଦ୍ରାପଡାରେ କୁମ୍ଭୀର ଆତଙ୍କ, ସ୍ତ୍ରୀ ଆଗରେ ସ୍ୱାମୀକୁ ଟାଣିନେଲା କୁମ୍ଭୀର

Facebook
Twitter
LinkedIn

କେନ୍ଦ୍ରାପଡା : ଶୈାଚ ପାଇଁ ଯାଇଥିବା ବେଳେ ଟାଣିନେଲା କୁମ୍ଭୀର । ବିଲରେ ପାଣି ମଡାଉଥିବା ସ୍ତ୍ରୀ ଆଗରେ ସ୍ୱାମୀକୁ ଟାଣିନେଲା କୁମ୍ଭୀର । ରାଜନଗର ଥାନା ଦକ୍ଷିଣଭେଡା ଗାଁରେ ଅଭାବନୀୟ ଘଟଣା । ହଂସୁଆ ନଦୀରେ ଗ୍ରାମବାସୀଙ୍କ ଦ୍ୱାରା ଖୋଜାଖୋଜି ଜାରି । ବାଡ଼ିରେ ପାଣି ମଡ଼ାଇବାକୁ ବ୍ରାହ୍ମଣୀ ନଦୀକୁ ଯାଇଥିବା ବେଳେ ବାଇଧର ମଳିକଙ୍କୁ ଟାଣି ନେଇଛି କୁମ୍ଭୀର । ସକାଳ ପ୍ରାୟ ସାଢ଼େ ୮ଟା ସମୟରେ ଏଭଳି ଅଘଟଣ ଘଟିଥିବା ବେଳେ ଗ୍ରାମବାସୀଙ୍କ ପକ୍ଷରୁ ଉଦ୍ଧାର କାର୍ୟ୍ୟ ଜାରି ରହିଛି । ପୂର୍ବରୁ ଅନେକ ଥର ଲୋକଙ୍କୁ କୁମ୍ଭୀର ଟାଣି ନେଇଥିବା ବେଳେ ଆଜିର ଘଟଣା ପରେ ଆତଙ୍କିତ ଅବସ୍ଥାରେ ଅଛନ୍ତି ଅଞ୍ଚଳବାସୀ ।

ADVERTISEMENT
Facebook
Twitter
LinkedIn
ADVERTISEMENT

Recent News

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ମୁମ୍ବାଇ: ସୋମବାର ଶେୟାର ବଜାରରେ କମ୍ପନ ଦେଖାଦେଇଛି। ବଜାର ଖୋଲିବାମାତ୍ରେ ସେନସେକ୍ସ ୭୦୦ ଅଙ୍କ ଖସିଛି। ଏହା ସହିତ ଟାଟାର ଶେୟାର ଧରାଶାୟୀ ହୋଇଛି। ମୁଦ୍ରାସ୍ଫୀତି ତଥ୍ୟ...

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ...

ADVERTISEMENT
୨ ପୋଲିଂ ଅଫିସର ସସପେଣ୍ଡ

୨ ପୋଲିଂ ଅଫିସର ସସପେଣ୍ଡ

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ...

Login