The Ultimate Managed Hosting Platform
ADVERTISEMENT

କେନ୍ଦ୍ର ଓ ରାଜ୍ୟକୁ ରାହୁଲଙ୍କ ଟାର୍ଗେଟ

Facebook
Twitter
LinkedIn

ଝାରସୁଗୁଡା : ଝାରସୁଗୁଡାରେ ରାହୁଲ ଗାନ୍ଧିଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା । ବେଲପାହାଡରେ କେନ୍ଦ୍ର ଓ ରାଜ୍ୟକୁ ଟାର୍ଗେଟ କଲେ ରାହୁଲ । ପ୍ରଧାନମନ୍ତ୍ରୀ ମୋଦି ଓବିସି ବର୍ଗର ହୋଇ ନ ତିବା କହିଲେ ରାହୁଲ । ମୋଦି ଜେନେରାଲ କାଷ୍ଟରେ ଜନ୍ମ ଗ୍ରହଣ କରିଥିଲେ । ପରେ ଗୁଜୁରାଟ ସରକାର ତାଙ୍କୁ ଓବିସି ଅନ୍ତର୍ଭୁକ୍ତ କରିଥିଲା । ଓଡିଶାରେ କେନ୍ଦ୍ର ଓ ରାଜ୍ୟ ସରକାର ଚାଷୀଙ୍କୁ ଲୁଟୁଛନ୍ତି । ଓଡିଶାରେ ଯୁବପିଢିଙ୍କୁ ନିଯୁକ୍ତି ମିଳୁନାହିଁ । ପେଟ୍ରୋଲ ଓ ଖାଦ୍ୟ ସାମଗ୍ରୀ ଦର ବଢୁଛି , ଫରକ ପଡୁନି ।
ଓଡ଼ିଶାରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରାର ଆଜି ତୃତୀୟ ଦିନ । ବେଲପାହାଡ଼ରେ ଜନସଭାକୁ ସମ୍ବୋଧନ କରିଛନ୍ତି ରାହୁଲ । ଝାରସୁଗୁଡ଼ା ପୁରୁଣା ବସ୍ଷ୍ଟାଣ୍ଡରୁ ଯାତ୍ରା ଆରମ୍ଭ କରିଥିଲେ ରାହୁଲ ଗାନ୍ଧୀ । ପ୍ରାୟ ଦୁଇ କିଲୋମିଟର ଯାତ୍ରା ପରେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି ରାହୁଲ ଗାନ୍ଧୀ । ଏହାପରେ ୪୯ ନମ୍ବର ଜାତୀୟ ରାଜପଥ ଦେଇ ଲିଖନପୁର ବ୍ଲକ ଗୋବିନ୍ଦପୁରରେ ପହଞ୍ଚି ସେଠାରେ ବିଶ୍ରାମ ନେବେ । ଏହା ପରେ ରାହୁଲ ଗାନ୍ଧୀ ଦିଲ୍ଲୀ ଫେରିଯିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login