The Ultimate Managed Hosting Platform
ADVERTISEMENT

କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

Facebook
Twitter
LinkedIn

ଭୁବନେଶ୍ୱର : କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । କଟକ-ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥ- ୫୫ ପ୍ରସଙ୍ଗରେ ଚିଠି । ୨୦୧୭ରୁ ଏ ରାସ୍ତା କାମ ଜାତୀୟ ରାଜପଥ ପ୍ରାଧିକରଣ କରୁଛି । ପାଞ୍ଚ ବର୍ଷ ବିତି ଯାଇଥିଲେ ମଧ୍ୟ ରାସ୍ତା କାମ ସରୁନି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି । ଜାତୀୟ ରାଜପଥ -୫୫ ପଶ୍ଚିମ ଓଡ଼ିଶାର ଜୀବନରେଖା । ଲକ୍ଷ ଲକ୍ଷ ଲୋକ ରାସ୍ତା ଉପରେ ନିର୍ଭର କରୁଛନ୍ତି । ଦୁଇ ବର୍ଷ ମଧ୍ୟରେ ଜାତୀୟ ରାଜପଥରେ ୩୯୯ଟି ଦୁର୍ଘଟଣା ଘଟିଛି । ୧୯୬ ଜଣଙ୍କର ଜୀବନ ଯାଇଛି । ହସ୍ତକ୍ଷେପ କରି ଏ ରାସ୍ତା କାମ ତୁରନ୍ତ ସାରିବା ପାଇଁ କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login