The Ultimate Managed Hosting Platform
ADVERTISEMENT

କେହି ଚାଷୀ ବି କ୍ଷତପୂରଣରୁ ବାଦ ପଡିବେନି

Facebook
Twitter
LinkedIn

ଭୁବନେଶ୍ୱର : ଆଜି ଆସିବ କ୍ଷୟକ୍ଷତି ରିପୋର୍ଟ । ଅଦିନିଆ ବର୍ଷାରେ ଫସଲ କ୍ଷତି ନେଇ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି । କେହି ଚାଷୀ ଯେମିତି କ୍ଷତିପୂରଣ ପାଇବାରୁ ବାଦ୍ ପଡ଼ିବେନି ସେନେଇ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଦିନିଆ ବର୍ଷା କ୍ଷୟକ୍ଷତି ପ୍ରାକୃତିକ ବିପର୍ୟ୍ୟୟ ପରିଧି ଭିତରେ ନାହିଁ । ସରକାର ଚେଷ୍ଟା କରୁଛନ୍ତି ଏହାକୁ ପ୍ରାକୃତିକ ବିପର୍ୟ୍ୟୟ ପରିଧି ଭିତରକୁ ଆଣିବା ପାଇଁ । ବୀମା କରିଥିବା ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ବୀମା କମ୍ପାନୀ ଗୁଡ଼ିକ ସହ ସରକାର ସମ୍ପର୍କରେ ଅଛନ୍ତି । ଯେଉଁମାନେ ବୀମା କରିନାହାନ୍ତି କିମ୍ବା ଭାଗ ଚାଷୀ, ସେମାନଙ୍କୁ ସିଧାସଳଖ ସହାୟତା ଦେବା ପାଇଁ ସରକାର ବିଚାର କରୁଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login