The Ultimate Managed Hosting Platform
ADVERTISEMENT

କୋଚିଂ ସେଣ୍ଟରରେ ବିଷାକ୍ତ ଗ୍ୟାସ ଲିକ, ୧୨ରୁ ଅଧିକ ଛାତ୍ରଛାତ୍ରୀ ଅଚେତ

Facebook
Twitter
LinkedIn

ଜୟପୁର : ଏକ ଘରୋଇ କୋଚିଂ ସେଣ୍ଟରରେ ବିଷାକ୍ତ ଗ୍ୟାସ ଲିକ । ୧୨ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ । ରାଜସ୍ଥାନର ଜୟପୁରର ଗୋପାଳପୁରରେ ଥିବା ଏକ ଘରୋଇ କୋଚିଂ ସେଣ୍ଟରରେ ଘଟିଛି ଅଘଟଣ । ଅସୁସ୍ଥଙ୍କ ମଧ୍ୟରୁ ୨ ଜଣ ଗୁରୁତର ଅଛନ୍ତି । ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି । କ୍ଲାସ ଚାଲିଥିବା ବେଳେ ହଠାତ ପିଲା ନିଶ୍ୱାସ ପ୍ରଶ୍ୱାସ ନେବାରୁ ଅସୁବିଧା ହୋଇଥିଲା । ସେମାନଙ୍କ ମୁଣ୍ଡ ବିନ୍ଧା ହେବା ସହ ସେମାନେ ତଳେ ପଡିଯାଇଥିଲେ । ତେବେ ସ୍ୱରେଜ ଲାଇନରୁ ବିଷାକ୍ତ ଗ୍ୟାସର ଗନ୍ଧ କ୍ଲାସ ରୁମ ଭଇତରକୁ ପଶି ଆସିଥିଲା । ତୁରନ୍ତ ଆମ୍ବୁଲାନ୍ସ ଡକାଇ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅସୁସ୍ଥଙ୍କ ମଧ୍ୟରେ ୧୦ ଜଣ ଛାତ୍ରୀ, ଜଣେ ଛାତ୍ର ଏବଂ ଜମେ ରୋଷେୟା ସାମିଲ ଅଛନ୍ତି । ପୋଲିସ ଅଧିକାରୀଙ୍କ କହିବା ଅନୁଯାୟୀ ନାଳରୁ ଆସୁଥିବା ଗନ୍ଧ କିମ୍ବା ଗ୍ୟାସ ଲିକ , ଛାତ ଉଫରେ ଥିବା ରୋଷେଇ ଘର ଧୂଆଁରୁ ଏପରି ହୋଇଛି ତାହା ଜଣାପଡିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login