The Ultimate Managed Hosting Platform
ADVERTISEMENT

କୋଟିଏ ଟପିଲା ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା

Facebook
Twitter
LinkedIn

ଭୁବନେଶ୍ୱର : ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ପଞ୍ଚମ ପର୍ୟ୍ୟାୟ ଟଙ୍କା ପାଇଲେ ହିତାଧିକାରୀ । ଆଜି ୨ ଲକ୍ଷ ୩୦ ହଜାରରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଲେଖାଏଁ ପଠାଇଛନ୍ତି ସରକାର । ଏଥିସହ ୧ କୋଟି ଟପିଛି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା । ପୂର୍ବରୁ ପ୍ରଥମ କିସ୍ତିର ଟଙ୍କା ୪ଟି ପର୍ୟ୍ୟାୟରେ ୯୮ ଲକ୍ଷ ୩୦ ହଜାରରୁ ଅଧିକ ମହିଳା ପାଥିଲେ । ଦିନକ ପରେ ଅର୍ଥାତ ମହିଳା ଦିବସରେ ସୁଭଦ୍ରାର ଦ୍ୱିତୀୟ କିସ୍ତି ପାଇବେ କୋଟିଏରୁ ଅଧିକ ମହିଳା । ମାର୍ଚ୍ଚ ୩୧ ରହିଛି ସୁଭଦ୍ରା ଆବେଦନର ଶେଷ ତାରିଖ । ଏହି ସମୟ ଭିତରେ ଆବେଦନ କଲେ ରକ୍ଷା ବନ୍ଧନ ବେଳକୁ ଏକାଥରେ ସୁଭଦ୍ରାର ତିନୋଟି କିସ୍ତି ପାଇବେ ହିତାଧିକାରୀ । ଅନ୍ୟପଟେ ମାର୍ଚ୍ଚ ୩୧ ପରେ ସୁଭଦ୍ରା ଆବେଦନ ବନ୍ଦ ହେବ ଏବଂ ସରକାର ଘରକୁ ଘର ବୁଲି ସୁଭଦ୍ରାରୁ ବଞ୍ଚିତ ହିତାଧିକାରୀଙ୍କ ସର୍ଭେ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login