The Ultimate Managed Hosting Platform
ADVERTISEMENT

କୋଟିପତି ଜେଇ ଗିରଫ

Facebook
Twitter
LinkedIn

ପାଲଲହଡା : କୋଟିପତି ଜେଇଙ୍କୁ ବାନ୍ଧିଲା ଭିଜିଲାନ୍ସ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପାଲଲହଡା ବିଇଓ କାର୍ୟ୍ୟଳୟର ଯନ୍ତ୍ରୀ ପ୍ରସନ୍ନ ପାଣିଙ୍କୁ ଗିରଫ କରିଛି ଭିଜିଲାନ୍ସ । ରେଡ୍ ବେଳେ ୨୬ଟି ପ୍ଲଟ୍, ୬୪ ଲକ୍ଷ ୧୮ ହଜାର ଟଙ୍କାର ବ୍ୟାଙ୍କ ଜମା, ୮୩୨ ଗ୍ରାମର ସୁନା ଅଳଙ୍କାର, ୩ ଲକ୍ଷ ୩୩ ହଜାର ନଗଦ ଟଙ୍କା ଜବତ କରିଛି ଭିଜିଲାନ୍ସ । ଆଜି ତାଙ୍କୁ କୋର୍ଟଚାଲାଣ କରାଯିବା ନେଇ ସୂଚନା ମିଳିଛି । । ଗତକାଲି ପ୍ରସନ୍ନ ପାଣିଙ୍କ ଅନୁୁଗୁଳ ସ୍ଥିତ ବାସଭବନ, ଭୁବନେଶ୍ୱର ଓ ଖୋର୍ଦ୍ଧା ସମେତ ମୋଟ ୯ଟି ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login