The Ultimate Managed Hosting Platform
ADVERTISEMENT

କୋର୍ଟରେ ରାଜା ଚକ୍ର ହାଜର

Facebook
Twitter
LinkedIn

ବାଲେଶ୍ୱର : କୋର୍ଟରେ ହାଜର ହେଲେ ରାଜା ଚକ୍ର । ଓପିଆଇଡି କୋର୍ଟରେ ରାଜା ଚକ୍ରଙ୍କୁ ହାଜର କଲା କ୍ରାଇମବ୍ରାଞ୍ଚ । ଗତକାଲି ୫ ଦିନିଆ ରିମାଣ୍ଡ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ମାମଲାରେ ରାଜାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଗତ ୧୩ ତାରିଖରେ ରାଜା ଚକ୍ରକୁ ଗିରଫ କରିଥିଲା ଇଓଡବ୍ଲୁ । କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋଅପରେଟିଭ ସୋସାଇଟିର ସଦସ୍ୟ ନଥାଇ ରାଜା ଚକ୍ର ଓ ତାଙ୍କ ସହଯୋଗୀ କୋଟି କୋଟି ଟଙ୍କା ଅତ୍ମସାତ କରିଥିବା ଅଭିଯୋଗ ହୋଇଥିଲା । ପଚରାଉଚରା ପରେ ରାଜାଚକ୍ରଙ୍କୁ ବାନ୍ଧିଥିଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ଏବେ ରିମାଣ୍ଡରେ ଆଣି ସତ ବାହାର କରିବାକୁ ଉଦ୍ୟମ କରିବ ଇଓଡବ୍ଲୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login