The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କୋଲକତାରେ ନାହାନ୍ତି ସୈାରିନ ଭଟ୍ଟ

Facebook
Twitter
LinkedIn

କଲିକତା : କଣ୍ଠଶିଳ୍ପୀ ସୈାରିନ ଭଟ୍ଟଙ୍କ ନାଁରେ ନିର୍ଯ୍ୟାତନା ଅଭିଯୋଗ ମାମଲା । ସୈାରିନଙ୍କୁ ତାଙ୍କ କାଲେକତା ଘରେ ପାଇଲାନି ଓଡିଶା ପୋଲିସ । ଥାନାରେ ମାମଲା ରୁଜୁ ପରଠୁ ସୈାରିନଙ୍କୁ ପାଉନି ପୋଲିସ । ସୈାରିନଙ୍କୁ ଖୋଜିବାକୁ ପୋଲିସ ଟିମ୍ କୋଲକତା ଯାଇଥିଲା । ସୌରିନ ଦିଲ୍ଲୀରେ ଥିବାରୁ ଯୋଗାଯୋଗ କରାଯାଇପାରି ନାହିଁ । ଘଟଣା ନେଇ ପରିବାର ଲୋକେ କହିଛନ୍ତି କଟକର ଏକ ଯୁବତୀଙ୍କ ସହ ସମ୍ପର୍କ ଥିବା ସେମାନେ ଜାଣିଛନ୍ତି । ହେଲେ ସେ ଝିଅ ସୌରିନଙ୍କୁ ବ୍ଲାକମେଲ କରୁଥିବା ଓଲଟା ଅଭିଯୋଗ ଆଣିଛନ୍ତି ସୌରିନଙ୍କ ପରିବାର । ସୌରିନ ଫେରିବା ପରେ ଖବର ଦେବାକୁ ପୋଲିସ ପକ୍ଷରୁ ପରିବାରକୁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login