The Ultimate Managed Hosting Platform
ADVERTISEMENT

ଖସିଲା ପାରଦ ବଢିଲା ଶୀତ, ଘୁ.ଉଦୟଗିରିରେ ତୁଷାରପାତ

Facebook
Twitter
LinkedIn

ଭୁବନେଶ୍ୱର : ଚଳିତ ଶୀତଋତୁରେ ଘୁ.ଉଦୟଗିରିରେ ପ୍ରଥମ ତୁଷାରପାତ ଗୁରୁବାର ଭୋରରୁ ଦେଖିବାକୁ ମିଳିଛି। ଘୁ.,ଉଦୟଗିରିର ଆଭ୍ୟନ୍ତରୀଣ ଗାଁ ମାନଙ୍କରେ ଏଭଳି ସ୍ଥିତି ନଜର ଆସିଛି। ପାରଦ ଲଗାତାର ଖସିବାରେ ଲାଗିଛି। ଗୁରୁବାର ସର୍ବନିମ୍ନ ତାପମାତ୍ରା ୭.୨ଡିଗ୍ରି ସହରରେ ରେକର୍ଡ କରାଯାଇଥିବା ବେଳେ ଆଭ୍ୟନ୍ତରୀଣ ଗାଁ ମାନଙ୍କରେ ଏହା ୭ଡିଗ୍ରିରୁ ତଳକୁ ଖସିଛି। ପ୍ରବକ ଥଣ୍ଡାରେ ସାରା ଅଞ୍ଚଳ କମ୍ପୁଛି । ହାଡ଼ଭଙ୍ଗା ଶୀତ ସାଙ୍ଗକୁ ହାତ ଗୋଡ଼ କାଲୁଆ ମାରିଦେଉଛି। ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ଲଗେଇ ଲୋକେ ବସୁଥିବା ଦେଖିବାକୁ ମିଳୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ନୂଆଦିଲ୍ଲୀ : ଗାଜାରେ ଯୁଦ୍ଧବିରତି ଚୁକ୍ତିକୁ ଇସ୍ରାଏଲ କ୍ୟାବିନେଟର ମଞ୍ଜୁରୀ । ବନ୍ଦୀ ହୋଇ ରହିଥିବା ସମସ୍ତ ବ୍ୟକ୍ତିଙ୍କୁ ମୁକ୍ତ କରିବାକୁ ଅନୁମୋଦନ । ୭୨ ଘଣ୍ଟା...

ଆସନ୍ତା କାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା; ପାଣିପାଗ ବିଭାଗ

ପୁଣି ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ , ୧୨ ଯାଏଁ ବର୍ଷା ଜାରି

ଭୁବନେଶ୍ୱର : ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ...

ADVERTISEMENT
ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ଇସଲାମବାଦ : ପାକିସ୍ତାନରେ 3G/4G ଇଣ୍ଟରନେଟ ସେବା ବନ୍ଦ । ଇସଲାମବାଦ ଓ ରାୱଲପିଣ୍ଡିରେ ଇଣ୍ଟରନେଟ ବନ୍ଦ । ପାକିସ୍ତାନ ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ନିଷ୍ପତ୍ତି...

ସମୁଦ୍ରରେ ବୁଡିଲା ମାଛଧରା ବୋଟ, ପହଁରି ପହଁରି କୂଳକୁ ଆସିଲେ ମତ୍ସ୍ୟଜୀବୀ

ସମୁଦ୍ରରେ ବୁଡିଲା ମାଛଧରା ବୋଟ, ପହଁରି ପହଁରି କୂଳକୁ ଆସିଲେ ମତ୍ସ୍ୟଜୀବୀ

ପଟ୍ଟାମୁଣ୍ଡାଇ : ସମୁଦ୍ରରେ ବୁଡିଲା ମାଛଧରା ବୋଟ । ସାତଭାୟା ନିକଟ ସମୁଦ୍ରରେ ବୋଟରେ ପାଣି ପଶିବାରୁ ବୁଡିଗଲା । ପହଁରି ପହଁରି କୂଳକୁ ଆସିଲେ ୮...

Login