The Ultimate Managed Hosting Platform
ADVERTISEMENT

ଖସୁଛି ପାରଦ ବଢୁଛି ଶୀତ; ୧୦ ଡିଗ୍ରୀ ତଳକୁ ଖସିଲା ତାପମାତ୍ରା

Facebook
Twitter
LinkedIn

ଭୁବନେଶ୍ବର: ପଡିଲାଣି ଥଣ୍ଡା ପାଗ । ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ। ଚଳିତ ବର୍ଷ ପ୍ରଥମଥର ପାଇଁ ୧୦ ଡିଗ୍ରୀ ତଳକୁ ଖସିଛି ତାପମାତ୍ରା । କନ୍ଧମାଳ ଜି.ଉଦୟଗିରିରେ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଜି. ଉଦୟଗିରୁ ସବୁଠୁ ଥଣ୍ଡା । ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ କମିଛି ପାରଦ। ଆସନ୍ତା ୫ ଦିନ ପର୍ୟ୍ୟନ୍ତ ଆହୁରି ତାପମାତ୍ରା କମିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏଥିସହ ୧୩ ତାରିଖ ପର୍ୟ୍ୟନ୍ତ ରହିବ ପାଗ ଶୁଖିଲା ରହିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login