The Ultimate Managed Hosting Platform
ADVERTISEMENT

ଖସୁଛି ପାରଦ, ୧୪ ପରେ ବଢିବ ଶୀତ

Facebook
Twitter
LinkedIn

ଭୁବନେଶ୍ୱର : ଖସୁଛି ପାରଦ, ବଢ଼ୁଛି ଶୀତ। ଦେଶର ମଧ୍ୟଭାଗରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେଉଥିବାରୁ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏଥିପାଇଁ କିଛି ସ୍ଥାନରେ ପାରଦ ଖସିବାରେ ଲାଗିଛି। ଅନେକ ସ୍ଥାନରେ ତାପମାତ୍ରା ୧ରୁ ୨ ଡିଗ୍ରୀ ସେଲସିୟସ ପର୍ୟ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ୨ ଦିନ ମଧ୍ୟରେ ପାରଦ ଆହୁରି ୨ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେତେକ ସ୍ଥାନରେ ଘନ କୁହୁଡ଼ି ମଧ୍ୟ ଦେଖାଦେଉଛି। ଶିମିଳିପାଳରେ ତାପମାତ୍ରା ୮ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ସେପଟେ ୧୫ରୁ ବର୍ଷା ସମ୍ଭାବନା । ୧୪ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହା ୧୫ରେ ଲଘୁଚାପର ରୂପ ନେଇପାରେ ବୋଲି କିଛି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login