The Ultimate Managed Hosting Platform
ADVERTISEMENT

ଖାଇକୁ ଖସିଲା କାର , ୫ ଜଣଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଚମ୍ପୱାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘାଟ ନିକଟରେ ବାଗଧାରା ଏକ ବରଯାତ୍ରୀ ଗାଡ଼ି ବିବାହ ଅତିଥିମାନଙ୍କୁ ନେଇ ଯାଉଥିବା ଏକ କାର ଗଭୀର ଘାଟିକୁ ଖସିପଡ଼ିଛି ।
ଖବର ମୁତାବକ, ଗୁରୁବାର ବିଳମ୍ବିତ ରାତିରେ ଫେରୁଥିବା ସମୟରେ କାରଟି ନିୟନ୍ତ୍ରଣ ହରାଇ ଗଭୀର ଖାଇକୁ ଖସିପଡ଼ିଛି । ଦୁର୍ଘଟଣାରେ ଜଣେ ମା ଏବଂ ପୁଅ ସମେତ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ପାଞ୍ଚ ଜଣ ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣା ସମ୍ପର୍କରେ ସୂଚନା ପାଇଁ ଝଊଜୠ, ପୋଲିସ ଏବଂ ପ୍ରଶାସନର ଦଳ ଘଟଣାସ୍ଥଳକୁ ପହଞ୍ଚି ଉଦ୍ଧାର କାର୍ୟ୍ୟ କରିଥିଲେ । ଦୁର୍ଘଟଣାର ଖବର ପାଇବା ପରେ ସମଗ୍ର ଗାଁରେ ଦୁଃଖର ଛାୟା ଖେଳିଗଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆଜିର ANM ପରୀକ୍ଷା ସ୍ଥଗିତ

ଆଜିର ANM ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର : ସ୍ଥଗିତ ହେଲା ANMର ଦ୍ୱିତୀୟ ବର୍ଷ ଆଜିର ପରୀକ୍ଷା । ପଞ୍ଚମ ପେପର –ମିଡ ବ୍ୱାଇଫେରୀ ପରୀକ୍ଷା ସ୍ଥଗିତ । ପରବର୍ତ୍ତୀ ନିଦେ୍ର୍ଦଶନାମା ପର୍ଯ୍ୟନ୍ତ...

ADVERTISEMENT
ନିୟମ ବଦଳାଇଲା ଡିଜିସିଏ , ସ୍ୱାଭାବିକ ହୋଇପାରେ ବିମାନ ଚଳାଚଳ

ନିୟମ ବଦଳାଇଲା ଡିଜିସିଏ , ସ୍ୱାଭାବିକ ହୋଇପାରେ ବିମାନ ଚଳାଚଳ

ନୂଆଦିଲ୍ଲୀ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା ଦେଇଥିବା ସଙ୍କଟକୁ ନେଇ ବଡ ପଦକ୍ଷେପ ନେଇଛି ଡିଜିସିଏ । ନିୟମରେ ପରିବର୍ତ୍ତନ କରି ଡିଜିସିଏ ସାପ୍ତାହିକ...

Login