The Ultimate Managed Hosting Platform
ADVERTISEMENT

ଖାଇକୁ ଖସିଲା ବସ: ୩୦ ମୃତ

Facebook
Twitter
LinkedIn

ଜମ୍ମୁ : ଗଭୀର ଖାଇ ଭିତରକୁ ଖସିପଡିଲା ବସ । ଚାଲିଗଲା ୩୦ ଜଣଙ୍କ ଜୀବନ । ଜାମ୍ମୁକାଶ୍ମୀର ଉଦ୍ଧମପୁର ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ୨୦ରୁ ଅଧିକ ଆହତ , ୬ ଗୁରୁତର । ନିୟନ୍ତ୍ରଣ ହରାଇ ୩୦୦ ଫୁଟ ଗଭୀର ଖାଇ ମଧ୍ୟକୁ ଖସି ପଡିଲା ବସ୍ । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ । ଘଟଣା ସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି । ସୂଚନା ମୁତାବକ, ବସଟି ନିୟନ୍ତ୍ରଣ ହରାଇ ପାଖାପାଖି ୩୦୦ ଫୁଟ ଗଭୀର ଏକ ଖାଇ ମଧ୍ୟକୁ ଖସି ପଡ଼ିଥିଲା । ବସଟି କିଶତବାଡ଼ରୁ ଜମ୍ମୁ ଅଭିମୁଖେ ଯାତ୍ରା କରୁଥିଲା । ଏଥିରେ ୫୫ ଜଣ ଲୋକ ରହିଥିଲେ । ଦୁର୍ଘଟଣା ପରେ ଆହତଙ୍କୁ ହସ୍ପିଟାଲ ନିଆଯାଇଥିଲା ଓ ଏବେ ବି ଉଦ୍ଧାର କାର୍ୟ୍ୟ ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login