The Ultimate Managed Hosting Platform
ADVERTISEMENT

ଖାଡା ଉପାସରେ ମହାପ୍ରଭୁ ଲିଙ୍ଗରାଜ, ଗତକାଲି ସନ୍ଧ୍ୟା ଧୂପ ପରଠୁ ନୀତି ବନ୍ଦ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଉପବାସରେ ମହାପ୍ରଭୁ ଲିଙ୍ଗରାଜ । ଗତକାଲି ସନ୍ଧ୍ୟା ଧୂପ ପରଠୁ ନୀତି ବନ୍ଦ ରହିଛି । ପୂଜା ପଣ୍ଡା ନିଯୋଗ ଓ ବଡୁ ନିଯୋଗ ବିବାଦ ପାଇଁ ନୀତି କାନ୍ତି ବନ୍ଦ ରହିଛି ।ପଇତା ଲାଗି ନୀତି ପାଇଁ ଉଭୟ ନିଯୋଗ ମଧ୍ୟରେ ବିବାଦ ଲାଗି ରହିଛି। ଗତ ୨୦୨୦ ମସିହାରୁ ପଇତା ଲାଗି ନୀତି ଅନୁଷ୍ଠିତ ହୋଇ ପାରୁନାହିଁ। ସାଧାରଣ ଦର୍ଶନ ଚାଲିଥିବା ବେଳେ ମହାପ୍ରଭୁଙ୍କ ନୀତି ବନ୍ଦ ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login