ବ୍ୟୁରୋ : ପରିବର୍ତ୍ତିନ ରୁତୁରେ ରୋଗର ଶିକାର ହେବା ଅତ୍ୟନ୍ତ ସହଜ ଅଟେ । ଏପରି ପରିସ୍ଥିତିରେ, ଆପଣଙ୍କର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ସେଥିପାଇଁ ଆଜି ଆମେ ଆପଣଙ୍କୁ ଏପରି କିଛି ଫଳ ବିଷୟରେ କିବୁ , ଯାହାକୁ ଆପଣ ଖାଦ୍ୟରେ ଅନ୍ତର୍ଭୁକ୍ତ କରିବା ଦ୍ୱାରା ଆପଣଙ୍କ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବ, ସେ ସମ୍ପର୍କରେ ଆସନ୍ତୁ ଜାଣିବା ।ଡାଳିମ୍ବ ହେଉଛି ପଲିଫେନୋଲର ଏକ ସମୃଦ୍ଧ ଉତ୍ସ, ଯେଉଁଥିରେ ଆଣ୍ଟି-ଇନଫ୍ଲାମେଟୋରୀ ଗୁଣ ରହିଛି ଯାହା ସଂକ୍ରମଣ ସହିତ ଲଢିବାରେ ସାହାଯ୍ୟ କରେ ।
ପିଜୁଳିରେ ଭିଟାମିନ୍ ସି ଭରପୂର ଏବଂ ଏଥିରେ ଫ୍ଲାଭୋନାଏଡ୍ ଥାଏ ଯାହା କୋଷଗୁଡ଼ିକୁ ମୁକ୍ତ ମୈାଳିକ କ୍ଷତିରୁ ରକ୍ଷା କରିଥାଏ, ଯାହାଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବଢିଥାଏ । ତରଭୁଜରେ ଗ୍ଲୁଟାଥିଅନ୍ ଥାଏ,ଏହା ଏକ ଆଣ୍ଟିଅକ୍ସିଡାଣ୍ଟ ଯାହା ପ୍ରତିରକ୍ଷା ପ୍ରଣାଳୀକୁ ମଜବୁତ କରିବାରେ ସାହାଯ୍ୟ କରିଥାଏ ଏବଂ ସଂକ୍ରମଣର ଆଶଙ୍କା ହ୍ରାସ କରିଥାଏ । ଅମୃତଭଣ୍ଡା ଭିଟାମିନ୍ ଏ, ସି ଏବଂ ଇ ର ଏକ ସମୃଦ୍ଧ ଉତ୍ସ, ଯାହା ଆଣ୍ଟିବଡି ଉତ୍ପାଦନକୁ ବଢାଇଥାଏ ଯାହା ରୋଗ ସୃଷ୍ଟି କରୁଥିବା ପାଥୋଜେନ ସହିତ ଲଢେ ।
ଖାଦ୍ୟରେ ସାମିଲ କରନ୍ତୁ ଏ ସବୁ ଫଳ, ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ହେବ ସହାୟକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











