ଭୁବନେଶ୍ୱର : କେନ୍ଦ୍ର ପରେ ରାଜ୍ୟର ଘୋଷଣା । ଖାଦ୍ୟ ସୁରକ୍ଷା ଯୋଜନାରେ ଆଗାମୀ ୫ ବର୍ଷ ଯାଏଁ ମାଗଣା ରାସନ । ରାଜ୍ୟ ସରକାରଙ୍କ ସୂଚନା ମୁତାବକ ୨୦୨୪ ଜାନୁଆରୀ ପହିଲାରୁ ୨୦୨୮ ଡିସେମ୍ବର ୩୧ ତାରିଖ ପର୍ୟ୍ୟନ୍ତ ଲୋକଙ୍କୁ ମାଗଣାରେ ପୂର୍ବଭଳି ରାସନ ପ୍ରଦାନ କରାଯିବ । ଏଥିରେ ରାଜ୍ୟର ୧୦ ଲକ୍ଷ ହିତାଧିକାରୀ ମାସକୁ ମାଗଣାରେ ୫ କେ.ଜି ଲେଖାଏଁ ଚାଉଳ ପାଇବେ । ଏହି ଯୋଜନା ପାଇଁ ରାଜ୍ୟ ସରକାର ୧୨୫୦ କୋଟି ଟଙ୍କା ଖର୍ଚ୍ଚ କରିବେ ।
Views: 91











