The Ultimate Managed Hosting Platform
ADVERTISEMENT

ଖୁବଶୀଘ୍ର ରାସନ କାର୍ଡରେ ମିଳିବ ଗହମ : ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଆଗାମୀ ଦିନରେ ରାଜ୍ୟର ଲୋକଙ୍କୁ ରାସନ କାର୍ଡ ମାଧ୍ୟମରେ ପୂର୍ବ ଭଳି ଗହମ ଯୋଗାଇ ଦିଆଯିବ। ଏନେଇ ଏକ ପ୍ରଶ୍ନ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିଧାନସଭାରେ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି। ଏହାର ଉତ୍ତରରେ ମନ୍ତ୍ରୀ ସୂଚନା ପ୍ରଦାନ କରିଥିଲେ, କେନ୍ଦ୍ର ସରକାର ୨୦୨୪ ଅକ୍ଟୋବର ମାସରୁ ଖାଉଟିମାନଙ୍କୁ ଉଭୟ ଚାଉଳ ଓ ଗହମ ଯୋଗାଇ ଦେବାପାଇଁ ଆବଣ୍ଟନ ପତ୍ର ଜାରି କରିଥିଲେ। ଭାରତୀୟ ଖାଦ୍ୟ ନିଗମରୁ ଗହମ ଉଠାଣ କରିବା ପାଇଁ ଆବଶ୍ୟକୀୟ ପରିବହନ ବ୍ୟବସ୍ଥା ସ୍ଥିରୀକୃତ ହୋଇ ନଥିବାରୁ କେନ୍ଦ୍ର ସରକାରଙ୍କୁ ଅବଗତ କରାଇ ଗହମର ବଣ୍ଟନ ପ୍ରକ୍ରିୟାକୁ ସ୍ଥଗିତ ରଖି ହିତାଧିକାରୀଙ୍କୁ ୧୦୦ ପ୍ରତିଶତ ଚାଉଳ ବଣ୍ଟନ କରାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login