The Ultimate Managed Hosting Platform
ADVERTISEMENT

ଖୁବଶୀଘ୍ର ୱାନ ନେସନ ୱାନ ପୋଲିସ ୟୁନିଫର୍ମ ପଲିସି

Facebook
Twitter
LinkedIn

ନୂଆଦିଲ୍ଲୀ : ଖୁବଶୀଘ୍ର ଲାଗୁ ହେବ ୱାନ ନେସନ ୱାନ ପୋଲିସ ୟୁନିଫର୍ମ ପଲିସି । ଦେଶରେ ଏଣିକି ପୋଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ । ଭିନ୍ନଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପୋଲିସ ୟୁନିଫର୍ମ ଆଉ ରହିବ ନାହିଁ । ଓଡିଶା ସମେତ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ତଥ୍ୟ ମାଗିଲା ଗୃହ ମନ୍ତ୍ରାଳୟ । ଆନ୍ଧ୍ର, ଅରୁଣାଚଳ ପ୍ରଦେଶ, ଆସାମ, ଗୋଆ, ହିମାଚଳ, ଝାଡଖଣ୍ଡ, କେରଳ ,ମଣିପୁର, ମେଘାଳୟ, ନାଗାଲାଣ୍ଡ. ସିକ୍କିମ, ତେଲେଙ୍ଗାନା, ତ୍ରିପୁରା , ଉତ୍ତରାଖଣ୍ଡ ଓ ପଶ୍ଚିମବଙ୍ଗକୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ଚିଠି । ନଭେମ୍ବର ୪ ମଧ୍ୟରେ ସମସ୍ତ ତଥ୍ୟ ଦାଖଲ ପାଇଁ ନିଦେ୍ର୍ଦଶ । କେନ୍ଦ୍ରର ଚିଠି ପରେ ରାଜ୍ୟ ପୋଲସ ମୁଖ୍ୟାଳୟକୁ ତଥ୍ୟ ପାଇଁ ଡିଜିପି କଣ୍ଟ୍ରୋଲ ରୁମର ନିଦେ୍ର୍ଦଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login