ଭୁବନେଶ୍ୱର : ରାଜ୍ୟରେ ଖୋଲିବନି ୨୦ରୁ କମ ଛାତ୍ରଛାତ୍ରୀ ଥିବା ସ୍କୁଲ । ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀଙ୍କ ଉତ୍ତର । ପୂର୍ବ ସରକାର ୨୦ରୁ ଅଧିକ ଛାତ୍ରଛାତ୍ରୀ ଥିବା ସ୍କୁଲକୁ ବନ୍ଦ କରିଥିଲେ । ଆମ ସରକାର ସେଭଳି ୪୬ଟି ସ୍କୁଲକୁ ଖୋଲି ସାରିଲେଣି । ଜିଲ୍ଲା ସ୍ତରୀୟ କିମଟିରୁ ନିବେଦନ ଆସିବା ପରେ ବିଚାର କରି ଖୋଲାଯାଉଛି ।
Views: 68











