The Ultimate Managed Hosting Platform
ADVERTISEMENT

ଖୋଲିଲା ଭିତର ରତ୍ନଭଣ୍ଡାର

Facebook
Twitter
LinkedIn

ପୁରୀ: ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର । ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତ ୯ଟା ୫୧ରେ ଖୋଲିଲା ଭିତର ରତ୍ନ ଭଣ୍ଡାର । ଭିତର ରତ୍ନ ଭଣ୍ଡାରକୁ ୧୧ ଜଣିଆ ଅଧିକୃତ ଟିମ୍ । ଏସଓପି ଅନୁସାରେ ରତ୍ନ ସ୍ଥାନାନ୍ତର ପ୍ରକ୍ରିୟା । ଶ୍ରୀମନ୍ଦିର ଭିତରକୁ ନିଆଯାଇଛି ୪ଟି ଲକ୍ ବ୍ରେକର। କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଉପସ୍ଥିତ ଥିଲେ। ସ୍ଥିତି ଦେଖି ତତକାଳ ନିଷ୍ପତ୍ତି ନିଆଯିବ କହିଛନ୍ତି କମିଟି ଅଧ୍ୟକ୍ଷ ଜଷ୍ଟିସ ରଥ। ପୂର୍ବଥର ରତ୍ନଭଣ୍ଡାରକୁ ଯାଇଥିଲେ ଗଜପତି ମହାରାଜଙ୍କ ପ୍ରତିନିଧି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login