The Ultimate Managed Hosting Platform
ADVERTISEMENT

ଖୋଲିଲା ହୀରାକୁଦର ଆଉ ୪ଟି ଗେଟ

Facebook
Twitter
LinkedIn

ସମ୍ବଲପୁର : ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲିଲା । ଏବେ ୧୨ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ରବିବାର ଦିନ ୫ଟି , ଗତକାଲି ୩ଟି ଓ ଆଜି ୪ଟି ଗେଟ ଖୋଲିଲା । ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶର ମାତ୍ରା ଅଧିକ ଥିବାରୁ ଖୋଲିଲା ଆଉ ୪ ସ୍ଲୁଇସ୍ ଗେଟ୍ । ଜଳଭଣ୍ଡାରର ଜଳଧାରଣା କ୍ଷମତା ୬୩୦ ଫୁଟ ଥିବା ବେଳେ ବର୍ତ୍ତମାନ ଜଳସ୍ତର ୬୧୪.୦୬ ଫୁଟ ରହିଛି । ଡ୍ୟାମ ଭିତରକୁ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୧ ଲକ୍ଷ ୫୦ ହଜାର ଘନଫୁଟ ବନ୍ୟାଜଳ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login