The Ultimate Managed Hosting Platform
ADVERTISEMENT

ଖୋଲିଲା ହୀରାକୁଦ ଗେଟ

Facebook
Twitter
LinkedIn

ସମ୍ବଲପୁର : ଖୋଲିଲା ହୀରାକୁଦ ଜଲଭଣ୍ଡାର ଗେଟ । ଜଳଭଣ୍ଡାର ଜଳସ୍ତର ବଢୁଥିବାରୁ ଖୋଲାଗଲା ଗେଟ । ସୂଚନା ଦେଲେ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ । ଏବେ ମହାନଦୀ ଭିତରକୁ ନ ଯିବା ପାଇଁ ସତର୍କ ସୂଚନା ଜାରି । ଏଥିପାଇଁ ପ୍ରଥମ ପର୍ୟ୍ୟାୟରେ ୪ଟି ଗେଟ ଖୋଲା ଯାଇଛି । ଜଳଭଣ୍ଡାର ବାମପାର୍ଶ୍ବର ୩ଟି ଓ ଡାହାଣ ପାର୍ଶ୍ବର ୧ଟି ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଲଭଣ୍ଡାରର ଜଳସ୍ତର ୬୨୦ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୪୩ ହଜାର ୮୩୧ କ୍ୟୁସେକ ଜଳ ପ୍ରବେଶ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login