The Ultimate Managed Hosting Platform
ADVERTISEMENT

ଖୋଲିଲା ହୀରାକୁଦ ଗେଟ, ଛଡାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ

Facebook
Twitter
LinkedIn

ସମ୍ବଲପୁର : ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ଖୋଲିଲା ହୀରାକୁଦ ଗେଟ୍ । ଜଳଭଣ୍ଡାରରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ । ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଗେଟ୍ ଖୋଲାଯାଇଛି। ପର୍ୟ୍ୟାୟକ୍ରମେ ୧୨ଟି ଗେଟ୍ ଖୋଲାଯିବ। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୦୯.୬ ଫୁଟ୍ ରହିଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ଲକ୍ଷ ୨୨ ହଜାର ୯୦୬ କ୍ୟୁସେକ ଜଳ ପ୍ରବେଶ କରୁଥିିବାବେଳେ ୩୭ ହଜାର ୮୪୭ କ୍ୟୁସେକ ଜଳ ନିଷ୍କାସନ ହେଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login