The Ultimate Managed Hosting Platform
ADVERTISEMENT

ଗଙ୍ଗୁଆ ନାଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ସ୍ଥିତ ଗଙ୍ଗୁଆ ନାଳରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଠାବ ହୋଇଛି । ସୂଚନାନୁଯାୟୀ ଗତ ଶନିବାର ସକାଳେ ରାଜଧାନୀ ଭୁବନେଶ୍ୱର ସ୍ଥିତ ଗଙ୍ଗୁଆ ନାଳରେ ଜଣେ ଅଜଣା ଯୁବକଙ୍କ ମୃତଦେହ ପଡିଥିବାର ଦେଖି ସ୍ଥାନୀୟ ବାସିନ୍ଦା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ସେଠାରେ ପହଂଚି ଅଜଣା ଯୁବକଙ୍କ ମୃତଦେହକୁ ଉଦ୍ଧାର କରିଛି । ମୃତ ଯୁବକଙ୍କ ପାଖରେ ଏକ ନାଲିଆ ସ୍କୁଟି ମଧ୍ୟ ପଡିଥିବା ଦେଖାଯାଇଥିଲା । ଯାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ମୃତ ଯୁବକଙ୍କୁ କେହି ହତ୍ୟାକରି ନାଳରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମିଳିନଥିବା ସୂଚନା ମିଳିଛି । ପୋଲିସ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login