The Ultimate Managed Hosting Platform
ADVERTISEMENT

ଗଛକୁ ପିଟିଲା କାର , ୩ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ଜୟପୁର : ଭାରସାମ୍ୟ ହରାଇ ଗଛକୁ ପିଟିଲା କାର । ଦୁର୍ଘଟଣାରେ ୩ ଜଣଙ୍କର ଚାଲିଗଲା ଜୀବନ । ବୈପାରୀଗୁଡା ଥାନା ଚନ୍ଦ୍ରପଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । କାରରେ ନୟାଗଡରୁ ମାଲକାନଗିରି ଯାଉଥିଲେ ୬ ଜଣ । ଅନ୍ୟ ୩ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା । ସମସ୍ତ ଯାତ୍ରୀ ନୟାଗଡ଼ ଓଲ୍ଡ ଟାଉନ ଅଞ୍ଚଳର । ବୈପାରୀଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଡ୍ରାଇଭରର ଆଖି ଲାଖିଯିବା ଫଳରେ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login