The Ultimate Managed Hosting Platform
ADVERTISEMENT

ଗଛରେ ଝୁଲୁଛି ନାବାଳକର ମୃତଦେହ, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ

Facebook
Twitter
LinkedIn

ପାଟଣା : ଗଛରେ ଝୁଲୁଥିବା ଅବସ୍ଥାରେ ନାବାଳକର ଝୁଲନ୍ତା ମୃତଦେହ ଠାବ । ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ପାଟଣା ଗ୍ରାମରେ । ସୂଚନା ଅନୁଯାୟୀ ମୃତ ନାବାଳକ ଜଣକ ପାଟଣା ଥାନା ଖଡିକାପଦା ଗାଁର ଗଣେଶ ମୁଣ୍ଡା ବୋଲି ସୂଚନା ମିଳିଛି।
ସୂଚନା ଅନୁଯାୟୀ, କେନ୍ଦୁଝର ଜିଲ୍ଲାର ପାଟଣା ଗ୍ରାମ ନିକଟରେ ଥିବା ଏକ ଗଛରେ ନାବାଳକ ଗଣେଶ ର ମୃତଦେହ ଝୁଲୁଥିବାର ଅବସ୍ଥାରେ ଦେଖିବାକୁ ମିଳିଥିଲା । ଏହାପରେ ଗ୍ରାମ ଲୋକେ ତୁରନ୍ତ ଏନେଇ ପୋଲିସକୁ ଖବର ଦେଇଥିଲେ । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପେଲିସ ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି । ନାବାଳକର ମୃତ୍ୟୁ ହତ୍ୟା ନା ଆତ୍ମହତ୍ୟା ତାହା ସମସ୍ତଙ୍କ ମନରେ ସନ୍ଦେହ ସୃଷ୍ଟି କରୁଛି । ଏହା ପଛରେ କଣ ରହିଛି ରହସ୍ୟ ତାହା ପୋଲିସ ଘଟଣାର ତଦନ୍ତ କଲା ପରେ ହିଁ ଏହା ସ୍ପଷ୍ଟ ହେବ ବୋଲି ସ୍ଥାନୀୟଲୋକେ ଆଶା ରଖିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ

ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ

ନୂଆଦିଲ୍ଲୀ : ଆସନ୍ତାକାଲି ଇଣ୍ଟର ନ୍ୟାସନାଲ ସ୍ପେସ ଷ୍ଟେସନକୁ ଯିବେ ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା । ମହାକାଶଚାରୀ ସୁନିତା ୱିଲିୟମ୍ସଙ୍କୁ ପୃଥିବୀକୁ ଆଣିଥିବା...

Login