The Ultimate Managed Hosting Platform
ADVERTISEMENT

ଗଜପତି ମହାରାଜାଙ୍କ ଛେରାପହଁରା

Facebook
Twitter
LinkedIn

ପୁରୀ : ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଛେରାପହଁରା । ଛେରା ପହଁରା ନୀତି ସମ୍ପନ୍ନ କଲେ ଗଜପତି ମହାରାଜା । ପୂଜାପଣ୍ଡା ସାମନ୍ତ ଠାକୁରଙ୍କ ମସ୍ତକରେ ପ୍ରଥମେ ସୁବାସିତ ଜଳ ଅର୍ପଣ କରିବା ପରେ ସେବାୟତମାନେ ତାଙ୍କୁ ସ୍ନାନ କରିବା କାର୍ୟ୍ୟ ଆରମ୍ଭ କରିଥିଲେ । ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ଓ ବଳଭଦ୍ରଙ୍କୁ ୩୩ ଗରା ଜଳରେ ସ୍ନାନ କରାଯାଇଥିବା ବେଳେ ସୁଭଦ୍ରାଙ୍କୁ ୨୨ ଗରା ଓ ସୁଦର୍ଶନଙ୍କୁ ୧୮ ଗରା ଜଳରେ ଅଭିଷେକ କରାଯାଇଥିଲା । ଶ୍ରୀଜୀଉଙ୍କ ମହାସ୍ନାନ ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ପାରମ୍ପରିକ ରମଜାନରେ ବସି ସ୍ନାନ ମଣ୍ଡପରେ ପହଞ୍ଚି ଛେରାପହଁରା କରୁଛନ୍ତି । ପରେ ବିଧି ଅନୁଯାୟୀ ଆଳତି କରିବେ । ଶ୍ରୀଜିଉମାନେ ଧାରଣ କରିବେ ଗଜାନନ ବେଶ ବା ହାତୀ ବେଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login