The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଗଠନ ହେଲା ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ

Facebook
Twitter
LinkedIn

ଭୁବନେଶ୍ୱର : ଗଠନ ହେଲା ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ ଗଠନ କରିଛନ୍ତି। ଏହି ବୋର୍ଡରେ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ ଓ ଝାରସୁଗୁଡ଼ା ବିଧୟିକା ଦୀପାଳି ଦାସଙ୍କୁ ସଦସ୍ୟ ଭାବେ ମନୋନିତ କରାଯାଇଛି। ଅନ୍ୟାମାନଙ୍କ ମଧ୍ୟରେ ଏହି ବୋର୍ଡରେ ପରିବହନ ବିଭାଗର ଅଧିକାରୀ, ଗାଡ଼ି ମାଲିକ ସଂଘର ପ୍ରତିନିଧି, ଚାଳକ ସଂଘର ପ୍ରତିନିଧି, କର୍ମଚାରୀ ସଂଘର ପ୍ରିନିଧି ତଥ,ା ସାମାଜିକ କର୍ମୀ ମଧ୍ୟ ସଦସ୍ୟଭାବେ ରହିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login