ଗଠନ ହେଲା ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ

ଭୁବନେଶ୍ୱର : ଗଠନ ହେଲା ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ ଗଠନ କରିଛନ୍ତି। ଏହି ବୋର୍ଡରେ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ ଓ ଝାରସୁଗୁଡ଼ା ବିଧୟିକା ଦୀପାଳି ଦାସଙ୍କୁ ସଦସ୍ୟ ଭାବେ ମନୋନିତ କରାଯାଇଛି। ଅନ୍ୟାମାନଙ୍କ ମଧ୍ୟରେ ଏହି ବୋର୍ଡରେ ପରିବହନ ବିଭାଗର ଅଧିକାରୀ, ଗାଡ଼ି ମାଲିକ … Continue reading ଗଠନ ହେଲା ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ