The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪ହଜାର ୮୨୯ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବମୋଟ ୯୩୩ ଆକ୍ରାନ୍ତ ଚିହ୍ନଟ

Facebook
Twitter
LinkedIn


ଭୁବନେଶ୍ୱର : ରାଜ୍ୟରେ ପୁଣି ବ୍ୟାପୁଛି କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ୪ ହଜାର ୮୨୯ କରୋନା ପଜେଟିଭ୍ ଚିହ୍ନଟ । ଗତକାଲି କରୋନା ସଂକ୍ରମିତ ହୋଇଥିଲେ ୪ ହଜାର ୭୧୪ । ତେବେ ଖୋର୍ଦ୍ଧାରୁ ସର୍ବମୋଟ ୯୩୩ ନୂଆ କେସ୍ ଆସିଛି । ଯାହା ମୋଟ ଆକ୍ରାନ୍ତଙ୍କ ୩୪.୩୪ ପ୍ରତିଶତ । ଆକ୍ଟିଭ୍ କେସ୍ ରେଡ ଜୋନରେ ଖୋର୍ଦ୍ଧା ଥିବା ବେଳେ ୟେଲୋ ଜୋନକୁ ଆସିଲା କଟକ, ସୁନ୍ଦରଗଡ ଓ ସମ୍ବଲପୁର । ସେହିଭଳି ପଜିଟିଭିଟି ରେଡ ଜୋନରେ ଖୋର୍ଦ୍ଧା, ସମ୍ବଲପୁର ଓ ସୁନ୍ଦରଗଡ ରହିଛି । ୟେଲୋ ଜୋନରେ କଟକ ଓ ଝାରସୁଗୁଡା ରହିଛି ।
ସେହିପରି ରାଜ୍ୟରେ ଆକ୍ଟିଭ୍ କେସ୍ ରହିଛି ୧୬ହଜାର ୧୧୭ । ୮ଟି ଜିଲ୍ଲାରେ ୧୦୦ ଉପରେ ରହିଛି ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ୭୦ ହଜାର ୨୦୦ ଟେଷ୍ଟିଂ ହୋଇସାରିଛି । ରାଜ୍ୟରେ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ୪୧୬ ଜଣ ସଂକ୍ରମିତ ହୋଇଛନ୍ତି । ରାଜ୍ୟରେ ସଂକ୍ରମଣ ସାଙ୍ଗକୁ ଆକ୍ଟିଭ୍ କେସ୍ ମଧ୍ୟ ବୃଦ୍ଧି ପାଉଛି । ଗତକାଲି ରାଜ୍ୟରେ ୧୧ ହଜାର ୬୬୩ ଆକ୍ଟିଭ୍ କେସ୍ ରହିଥିବା ବେଳେ ଆଜି ୧୬ ହଜାର ୧୧୭ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login