The Ultimate Managed Hosting Platform
ADVERTISEMENT

ଗତ ୪ ବର୍ଷରେ ୫୩ ହଜାର ୮୨୦ ହେକ୍ଟର ଜଙ୍ଗଲ ଜଳିଛି : ଗଣେଶ ରାମ ସିଂ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଗତ ତିନି ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ। ଆଜି ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ସୂଚନା ଦେଇଛନ୍ତି।ବିଧାନସଭାରେ ବିଧାୟକ ରମେଶ ବେହେରାଙ୍କ ଲିଖିତ ଉତ୍ତର ରଖି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି, ୨୦୨୧ରେ ୨୮ ହଜାର ୫୬୯ ହେକ୍ଟର ଜଙ୍ଗଲ ଜଳି ପାଉଁଶ ହୋଇଥିବା ବେଳେ ୨୦୨୨ରେ ୮ ହଜାର ୪୩୮ ହେକ୍ଟର ଜଙ୍ଗଲ ଓ ୨୦୨୩ରେ ୯ ହଜାର ୭୧୧ ହେକ୍ଟର ଜଙ୍ଗଲ ଜଳିଛି। ଗତ ଚାରି ବର୍ଷରେ ସର୍ବ ମୋଟ ୫୩ ହଜାର ୮୨୦ ହେକ୍ଟର ଜଙ୍ଗଲ ଜଳି ପାଉଁଶ ହୋଇ ଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ସ୍ଥଗିତ, ପ୍ରଶ୍ନ ପତ୍ର ଲିକ କାରଣରୁ ସ୍ଥଗିତ

ଓଟିଇଟି ପ୍ରଶ୍ନପତ୍ର ଲିକ : ପ୍ରଧାନଶିକ୍ଷକ ନିଲମ୍ବିତ

ଭବାନୀପାଟଣା : ଓଟିଇଟି ପ୍ରଶ୍ନପତ୍ର ଲିକ୍ । ଗିରଫ ପ୍ରଧାନଶିକ୍ଷକ ନିଲମ୍ବିତ ହୋଇଛନ୍ତି । ପ୍ରଧାନଶିକ୍ଷକ ପ୍ରଶାନ୍ତ ଖମାରୀଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ । ସଦର...

ADVERTISEMENT
ଶ୍ରୀମନ୍ଦିର ଭିତରେ ବିଦେଶିନୀ

ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର : ପୁଣି ଧରାହେଲା ହିଡେନ କ୍ୟାମେରା

ପୁରୀ : ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର । ପୁଣି ଶ୍ରୀମନ୍ଦିରରୁ ଧରାହେଲା ହିଡେନ କ୍ୟାମେରା ଯୁକ୍ତ ଚଷମା । ପଶ୍ଚିମ ଦ୍ୱାର ନିକଟରୁ ଧରାପଡିଲା ହିଡେନ କ୍ୟାମେରା...

Login