The Ultimate Managed Hosting Platform
ADVERTISEMENT

ଗରମ ଗୁଳୁଗୁଳିରୁ ମିଳିଛି ତ୍ରାହି

Facebook
Twitter
LinkedIn

ଭୁବନେଶ୍ୱର:: ଗରମ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ମିଳିଛି ତ୍ରାହି । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ କମିଛି ତାପମାତ୍ରା । ଆସନ୍ତା ୫ ଦିନ ପର୍ୟ୍ୟନ୍ତ ଦୈନିକ ତାପମାତ୍ରା ୪ରୁ ୫ ଡିଗ୍ରୀ ହ୍ରାସ ପାଇବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ଆଶଙ୍କା ରହିଛି । ଆଜି ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ । ୨୩ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ । ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ବର୍ଷା ନେଇ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କଟକ, ଜଗତସିଂହପୁର ଓ ନବରଙ୍ଗପୁରକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login