The Ultimate Managed Hosting Platform
ADVERTISEMENT

ଗର୍ଜିଲେ ଶିକ୍ଷକ , ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ

Facebook
Twitter
LinkedIn

ଭୁବନେଶ୍ୱର : ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ । ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ । ଅଗଷ୍ଟ ୨୨ ତାରିଖରେ ରାଜ୍ୟ ସରକାର କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ଘୋଷଣା କରିଥିଲେ ମଧ୍ୟ ଏଯାଏ ତାହା କାର୍ୟ୍ୟକାରୀ ହୋଇନାହିଁ । ୪ ମାସ ବିତିଯାଇଥିଲେ ବି ସୁଦ୍ଧା କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ବାହାରୁନାହିଁ ସରକାରୀ ନିର୍ଦ୍ଦେଶନାମା । ଯାହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛି ସଂଘ । ସେଥିପାଇଁ ଆଜି ଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ଲୋୟର୍ ପିଏମଜିରେ ଧାରଣା ଜାରି ରହିବ ବୋଲି ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ ଚେତାବନୀ ଦେଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login