The Ultimate Managed Hosting Platform
ADVERTISEMENT

ଗାଁ ରାସ୍ତାରେ ୨ ଜଣଙ୍କୁ ହାଣିଲେ

Facebook
Twitter
LinkedIn

ଖଲ୍ଲିକୋଚ : ପୂର୍ବ ଶତ୍ରୁତାରୁ ଗାଁ ରାସ୍ତାରେ ଖଣ୍ଡାରେ ହାଣିଲେ । ଆକ୍ରମଣରେ ଜଣେ ଯୁବକ ମୃତ ଓ ଅନ୍ୟ ଜଣେ ଗୁରୁତର । ରମ୍ଭା ଥାନା ବଜରାମପଲ୍ଲୀ ଗାଁ ନିକଟରେ ୨ ଯୁବକଙ୍କୁ ଆକ୍ରମଣ । ଅଟୋରେ ଫେରୁଥିବା ବେଳେ ଦୁର୍ବୁତ୍ତଙ୍କ ଆକ୍ରମଣ । ମୃତକ ଜଣଙ୍କ ହେଲେ କୋମଣ୍ଡ ଗାଁର ପଦ୍ମ ରେଡି ଓରଫ ମିଟୁ ରେଡି ଏବଂ ଗୁରୁତର ଜଣକ ହେଉଛନ୍ତି ଲଷ୍ମୀ ନରସିଂହ ପଣ୍ଡା। ଉଭୟଙ୍କୁ ପୁରୁଷୋତ୍ତମପୁର ମେଡ଼ିକାଲ ପରେ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳ ଘଟଣା ସ୍ଥଳରେ ରମ୍ଭା ଥାନା ପୋଲିସ ଏବଂ ଛତ୍ରପୁର ଏସିଡିପିଓ ପହଞ୍ଚି ତଦନ୍ତ କରୁଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login