The Ultimate Managed Hosting Platform
ADVERTISEMENT

ଗାଡି ଧକ୍କାରେ ଏଏସଆଇଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

କାମାକ୍ଷାନଗର : ଅଜଣା ଗାଡି ଧକ୍କାରେ ପୋଲିସ ଏଏସଆଇଙ୍କ ଚାଲିଗଲା ଜୀବନ । ଅନୁଗୁଳ ପୋଲିସରେ କାର୍ଯ୍ୟରତ ଏଏସଆଇ ଘରକୁ ଫେରିବା ବେଳେ ଦୁର୍ଘଟଣା । ମୃତ ଏଏସଆଇ ମାନଓ ସିଂଙ୍କ ଘର କଙ୍କଡାହାଡ ଥାନା ପାଟବେଡା ଗାଁରେ । ମୃତଦେହକୁ ବ୍ୟବଛେଦ କରାଇଛି କାମାକ୍ଷାନଗର ପୋଲିସ । ଖବର ପାଇ ମାନସଙ୍କ ପରିବାର ଲୋକ ମେଡିକାଲରେ ପହଞ୍ଚିଥିବା ବେଳେ ପୋଲିସ ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଜାରି ରଖିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login