The Ultimate Managed Hosting Platform
ADVERTISEMENT

ଗାଡି ସଜାଡୁଥିଲେ ମାଡିଗଲା ଟ୍ରକ

Facebook
Twitter
LinkedIn

ବାସୁଦେବପୁର : ଟ୍ରକ ଡ୍ରାଇଭରଙ୍କ ଉପରେ ମାଡିଗଲା ଟ୍ରକ । ଚୂଡାମଣି ସାମୁଦ୍ରିକ ଥାନା ମନ୍ଦାରି ନିକଟରେ ମାଡିଗଲା ଟ୍ରକ । ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ , ଅନ୍ୟ ଟ୍ରକ ଡ୍ରାଇଭର ଗୁରୁତର ସୂଚନା । ଗାଡି ସଜାଡିବା ବେଳେ ପଛରୁ ଆସି ଏକ ଟ୍ରକ ଧକ୍କାରେ ଦେଇଥିଲା ।
ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଧାମରା ଯାଉଥିବା ଏକ ଲୁହାପଥର ବୋଝେଇ ଟ୍ରକର ଟାୟାର ଖରାପ ହୋଇଯାଇଥିବାରୁ ହେଲପର ଓ ଡ୍ରାଇଭର ସଜାଡୁଥିଲେ । ଏହି ସମୟରେ ଏକ ଚିପ୍ସ ବୋଝେଇ ଡମ୍ପର ଦ୍ରୁତ ଗତିରେ ଆସି ପଛପଟୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହେଲପରର ମୃତ୍ୟୁ ହୋଇଥିବାବେଳେ ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିଥିଲା । ପୋଲିସ ଘଟମାର ତଦନ୍ତ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login