The Ultimate Managed Hosting Platform
ADVERTISEMENT

ଗାଧୁଆ ଘରୁ ମିଳିଲା ଝୁଲନ୍ତା ମୃତଦେହ : ପିନ୍ଧା ଗାମୁଛାରେ ଝୁଲିପଡିଲେ ଯୁବକ

Facebook
Twitter
LinkedIn

ଢେଙ୍କାନାଳ : ଗାଧୁଆ ଘରୁ ଝୁଲନ୍ତା ମୃତଦେହ ଠାବ । ଏପରି ଅଘଟଣ ଘଟିଛି ଢେଙ୍କାନାଳ ସହରର ଦକ୍ଷିଣକାଳୀ ଅଞ୍ଚଳରେ ।


ସୂଚନା ଅନୁଯାୟୀ, ମୃତକ ଦକ୍ଷିଣକାଳୀ ଅଞ୍ଚଳର ସୌମ୍ୟ ରଞ୍ଜନ ନାୟକ ବୋଲି ଜଣାପଡିଛି । ଗାଧୁଆଘରେ ସୌମ୍ୟ ପିନ୍ଧା ଗାମୁଛାରେ ଝୁଲୁଥିବାର ଦେଖିବାକୁ ପାଇଥିଲେ ପରିବାର ଲୋକେ । ତୁରନ୍ତ ପୋଲିସକୁ ଖବର ଦେଇଥିଲେ ପରିବାର ସଦସ୍ୟ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ପାରିବରିକ କଳହରୁ ଗାଧୁଆ ଘରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ୍ୟୁ ପଛର କାରଣ କଣ ? ତେବେ ପୋଲିସ ଘଟଣାର ତଦନ୍ତ କରିବା ପରେ ହିଁ ସ୍ପଷ୍ଟ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login