The Ultimate Managed Hosting Platform
ADVERTISEMENT

ଗାଧୋଇବା ସମୟରେ ଗୋଡଖସି ଚାଲିଗଲା ନାବାଳକ ଛାତ୍ରର ଜୀବନ

Facebook
Twitter
LinkedIn

ସୋର : ଗାଧୋଇବା ସମୟରେ ଗୋଡଖସି ଚାଲିଗଲା ନାବାଳକ ଛାତ୍ରର ଜୀବନ । ବାଲେଶ୍ବର ଜିଲ୍ଲା ବାହାନଗା ବ୍ଲକ କୋଚିଆ କୋଇଲି ଗ୍ରାମରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପ୍ରଶାନ୍ତ ଶିଅଳଙ୍କ ପୁତ୍ର ତୁଷାରକାନ୍ତ ଶିଅଳ(୧୩) କୋଚିଆ କୋଇଲି ସେହି ଗ୍ରାମରେ ଥିବା ଠାକୁରାଣୀ ପୋଖରୀରେ ଗାଧୋଉଥିବା ସମୟରେ ଗୋଡ଼ ଖସିଯିବାରୁ ପାଣିରେ ପୋଖରୀ ଭିତରକୁ ଖସି ଯାଇଥିଲେ। ପରିବାର ଲୋକ ଖୋଜାଖୋଜି କରିବାର କିଛି ସମୟ ପରେ ମନ୍ଦିର ପୋଖରୀରୁ ତାଙ୍କୁ ଉଦ୍ଧାର କରିଥିଲେ। ପରିବାର ଲୋକ ତୁଷାରକାନ୍ତଙ୍କୁ ସୋର ମେଡିକାଲକୁ ଆଣିବା ପରେ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ। ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login