The Ultimate Managed Hosting Platform
ADVERTISEMENT

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

Facebook
Twitter
LinkedIn

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି । ମନ୍ତ୍ରିମଣ୍ଡଳ ପୁନର୍ଗଠନ ପାଇଁ ସବୁ ମନ୍ତ୍ରୀ ଇସ୍ତଫା ଦେଇଥିବା ସୂଚନା । ଆସନ୍ତାକାଲି ଦିନ ୧୧ଟା ୩୦ରେ ମନ୍ତ୍ରିମଣ୍ଡଳ ପୁନର୍ଗଠନ । ଉପସ୍ଥିତ ରହିବେ ଅମିତ ଶାହ ଓ ଜେପି ନଡ୍ଡା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login