The Ultimate Managed Hosting Platform
ADVERTISEMENT

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

Facebook
Twitter
LinkedIn

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି । ମନ୍ତ୍ରିମଣ୍ଡଳ ପୁନର୍ଗଠନ ପାଇଁ ସବୁ ମନ୍ତ୍ରୀ ଇସ୍ତଫା ଦେଇଥିବା ସୂଚନା । ଆସନ୍ତାକାଲି ଦିନ ୧୧ଟା ୩୦ରେ ମନ୍ତ୍ରିମଣ୍ଡଳ ପୁନର୍ଗଠନ । ଉପସ୍ଥିତ ରହିବେ ଅମିତ ଶାହ ଓ ଜେପି ନଡ୍ଡା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login