The Ultimate Managed Hosting Platform
ADVERTISEMENT

ଗୁରୁଗ୍ରାମ ମେଦାନ୍ତ ହସ୍ପିଟାଲରେ ଚାଲିଛି ଅଭିନେତା ଉତ୍ତମ ମହାନ୍ତିଙ୍କ ଚିକିତ୍ସା, ସ୍ଥିର ରହିଛି ସ୍ୱାସ୍ଥ୍ୟବସ୍ଥା

Facebook
Twitter
LinkedIn

ଭୁବନେଶ୍ୱର : ସ୍ଥିର ରହିଛି ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା । ଲିଭର ସିରୋସିସ୍ ରେ ପୀଡ଼ିତ ଅଛନ୍ତି ପୁରୁଣା ଦିନର ଓଡ଼ିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି । ଶନିବାର ତାଙ୍କୁ ଭୁବନେଶ୍ବରରୁ ମେଦାନ୍ତ ହସ୍ପିଟାଲକୁ ଏୟାର ଲିଫ୍ଟ କରାଯାଇଥିଲା । ତା ପୂର୍ବରୁ ସେ ଭୁବନେଶ୍ବର କିମ୍ସ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏୟାର ଲିଫଟ କରାଯାଇଥିଲା । ଓଲିଉଡ୍ ଓ ଶୁଭେଛୁମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login