The Ultimate Managed Hosting Platform
ADVERTISEMENT

ଗୃହମନ୍ତ୍ରୀ ଅମିତ ଶାହାଙ୍କ ନକଲି ଭିଡିଓ ମାମଲାରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀ ପୋଲିସର ସମନ

Facebook
Twitter
LinkedIn

ନୂଆଦିଲ୍ଲୀ : ଗୃହମନ୍ତ୍ରୀ ଅମିତ ଶାହାଙ୍କ ନକଲି ଭିଡିଓ ମାମଲା । ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସର ସମନ । ସୋସିଆଲ ମିଡିଆରେ ଭାଇରାଲ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ନକଲି ଭିଡିଓ ମାମଲାରେ ସୋମବାର ଦିଲ୍ଲୀ ପୋଲିସ ରେଭନ୍ତ ରେଡ୍ଡୀଙ୍କୁ ସମନ ଜାରି କରିଛି । ସୂଚନା ମୁତାବକ ଦିଲ୍ଲୀ ପୋଲିସ ସିଏମ ରେଡ୍ଡୀଙ୍କୁ ସେ ବ୍ୟବହାର କରୁଥିବା ସମସ୍ତ ଇଲେ କ୍ଟ୍ରୋନିକ ଗ୍ୟାଜେଟ ସହିତ ପଚରାଉଚରା କରିବ । ମେ ୧ ରେ ତାଙ୍କୁ ହାଜର ହେବା ପାଇଁ କୁହାଯାଇଛି । ଏହା ସହ ଏହି ନକଲି ଭିଡିଓ ସେୟାର କରିଥିବା କଂଗ୍ରେସର କିଛି ନେତାଙ୍କ ସମେତ ଆଉ ୫ ଜଚ୍ଚଙ୍କୁ ପୋଲିସ ତଲବ କରିବ । ସୂଚନାଯୋଗ୍ୟ ଯେ ଗୃହ ମନ୍ତ୍ରାଳୟ ଏବଂ ବିଜେପିର ଅଭିଯୋଗ ପରେ ଗୋଟିଏ ଦିନ ପୂର୍ବରୁ ଦିଲ୍ଲୀ ପୋଲିସ ଏ ସମ୍ବନ୍ଧରେ ମାମଲା ରୁଜୁ କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login