The Ultimate Managed Hosting Platform
ADVERTISEMENT

ଗୃହରେ ପାଣ୍ଡିଆନ ତାତି

Facebook
Twitter
LinkedIn

ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ । ପାଣ୍ଡିଆନଙ୍କ ସମୟରେ ବିଜେଡି ବିଧାୟକମାନେ କାଗଜ ବାଘ ଥିଲେ । ରାଜା ଭାଇଙ୍କୁ ଆହ୍ୱାନ , ନବୀନଙ୍କୁ ନେଇ ଗୋଟିଏ ବହି ଲେଖାଯାଉ । ଆଗରୁ ପାଣ୍ଡିଆନ ସର୍ବେସର୍ବା ଥିଲେ ଏବେ ଆପଣ ବାଘ ହୋଇ କଥା କହୁଛନ୍ତି । ୨୦୨୪ ନିର୍ବାଚନରେ ଲୋକେ ଆପଣଙ୍କୁ ତଡିପାର କଲେ । ଏବେ ନୂଆପଡାରେ ପ୍ରମାଣିତ ହେଲା ବିଜେଡି ଆଉ କିଛି ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login