The Ultimate Managed Hosting Platform
ADVERTISEMENT

ଗୃହୀତ ହେଲା ବିଲ୍, ଦୀପାବଳିରେ ନ୍ୟୁୟର୍କରେ ସ୍କୁଲ ରହିବ ଛୁଟି

Facebook
Twitter
LinkedIn

ନ୍ୟୁୟର୍କ : ଦୀପାବଳିରେ ନ୍ୟୁୟର୍କରେ ସ୍କୁଲ ରହିବ ଛୁଟି । ଆମେରିକାର ପେନ୍ସିଲଭାନିଆ ପରେ ନ୍ୟୁୟର୍କରେ ମଧ୍ୟ ଦୀପାବଳିରେ ସ୍କୁଲ ଛୁଟି ରହିବ । ଏ ନେଇ ନ୍ୟୁୟର୍କ ରାଜ୍ୟ ବିଧାନସଭାରେ ଏକ ବିଲ୍ ଗୃହୀତ ହୋଇଛି । ନ୍ୟୁୟର୍କ ରାଜ୍ୟ ବିଧାନସଭା ଗତ ସପ୍ତାହରେ ଏହି ବିଲ୍ ଆଗତ ହୋଇଥିଲା । ଗତ ସପ୍ତାହରେ ଅଧିବେଶନ ଶେଷ ହେବା ପୂର୍ବରୁ ଉଭୟ ସିନେଟ୍ ଓ ବିଧାନସଭାରେ ମତଦାନ ହୋଇଥିଲା। ଏବେ ଏ ସଂକ୍ରାନ୍ତରେ ଆଇନ ପ୍ରଣୟନ ପାଇଁ ଗଭର୍ଣ୍ଣର କ୍ୟାଥି ହୋଚୁଲଙ୍କ ନିକଟକୁ ବିଲ୍ ପଠାଯାଇଛି । ଗଭର୍ଣ୍ଣରଙ୍କ ସ୍ବାକ୍ଷର ପରେ ଏହା ଆଇନରେ ପରିଣତ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login